Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 4:4-5

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 4:4-5 ORYIRV

ଆହୁରି, ତୁମ୍ଭେ ଆପଣା ବାମ ପାର୍ଶ୍ୱରେ ଶୟନ କରି ଇସ୍ରାଏଲ ବଂଶର ଅଧର୍ମ ତହିଁ ଉପରେ ରଖ, ତୁମ୍ଭେ ତହିଁ ଉପରେ ଶୟନ କରିବା ଦିନର ସଂଖ୍ୟାନୁସାରେ ସେମାନଙ୍କର ଅଧର୍ମ ବୋହିବ। କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍‍, ତିନି ଶହ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ ବଂଶର ଅଧର୍ମ ବୋହିବ।