ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 4:6
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 4:6 ORYIRV
ପୁନର୍ବାର ତୁମ୍ଭେ ସେହି ସକଳ ଦିନ ସମାପ୍ତ କଲା ଉତ୍ତାରେ ଆପଣା ଡାହାଣ ପାର୍ଶ୍ୱରେ ଶୟନ କରି ଯିହୁଦା ବଂଶର ଅଧର୍ମ ବୋହିବ; ଚାଳିଶ ବର୍ଷର ଏକ ଏକ ବର୍ଷକୁ ଆମ୍ଭେ ତୁମ୍ଭ ପାଇଁ ଏକ ଏକ ଦିନ କରି ନିରୂପଣ କରିଅଛୁ।



