Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 4:9

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 4:9 ORYIRV

ଆହୁରି, ତୁମ୍ଭେ ଆପଣା ପାଇଁ ଗହମ, ଯବ, ଶିମ, ମସୁର, କାଙ୍ଗୁ ଓ ଜହ୍ନା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟି ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶହ ନବେ ଦିନ ଆପଣା ପାର୍ଶ୍ୱରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ।