ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 43:4-5
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 43:4-5 ORYIRV
ପୁଣି, ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ସଦାପ୍ରଭୁଙ୍କର ପ୍ରତାପ ଗୃହ ମଧ୍ୟରେ ପ୍ରବେଶ କଲା। ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।





