Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:19

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:19 ORYIRV

ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି।