ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:4
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:4 ORYIRV
ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

