ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:9
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:9 ORYIRV
ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।

