Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 8:12

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 8:12 ORYIRV

ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”