Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 8:3

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 8:3 ORYIRV

ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋ’ ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।