ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:19
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:19 ORYIRV
ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।