YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:25

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:25 ORYIRV

ଏଥିଉତ୍ତାରେ ଇସ୍‍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ।

Free Reading Plans and Devotionals related to ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:25