ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 41:39-40
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 41:39-40 ORYIRV
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ; ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”





