ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42:21
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42:21 ORYIRV
ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।





