ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42:7
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42:7 ORYIRV
ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”





