YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 47:5-6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 47:5-6 ORYIRV

ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସି ଅଛନ୍ତି, ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି, ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଙ୍ଗମ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।”

Free Reading Plans and Devotionals related to ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 47:5-6