ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:22-23
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:22-23 ORYIRV
ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ। ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି





