YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:3-4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:3-4 ORYIRV

ହେ ରୁବେନ୍‍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋ’ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ। ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।