ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:8-9
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:8-9 ORYIRV
ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ। ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ ?





