ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:17
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:17 ORYIRV
ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ; ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।





