ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:21
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:21 ORYIRV
ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି। ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ।