ହୋଶେୟ 10:13
ହୋଶେୟ 10:13 ORYIRV
ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।