ହୋଶେୟ 9:17
ହୋଶେୟ 9:17 ORYIRV
ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।