Bible App logo
Search Icon

ବିଚାରକର୍ତ୍ତା 11:30-31

ବିଚାରକର୍ତ୍ତା 11:30-31 ORYIRV

ସେ ସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, ଯେବେ ତୁମ୍ଭେ ଅମ୍ମୋନ ସନ୍ତାନମାନଙ୍କୁ ନିଃସନ୍ଦେହ ମୋହର ହସ୍ତରେ ସମର୍ପଣ କରିବ, ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେ କେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।

Video for ବିଚାରକର୍ତ୍ତା 11:30-31

Free Reading Plans and Devotionals related to ବିଚାରକର୍ତ୍ତା 11:30-31