ବିଚାରକର୍ତ୍ତା 7:2
ବିଚାରକର୍ତ୍ତା 7:2 ORYIRV
ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ।





