Bible App logo
Search Icon

ବିଚାରକର୍ତ୍ତା 7:5-6

ବିଚାରକର୍ତ୍ତା 7:5-6 ORYIRV

ତେଣୁ ସେ ଲୋକମାନଙ୍କୁ ଜଳ ନିକଟକୁ ଆଣିଲେ; ତହିଁରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, କୁକ୍କୁର ପରି ଆପଣା ଜିହ୍ୱାରେ ଚାକୁ ଚାକୁ କରି ଜଳ ଖାଇବା ପ୍ରତ୍ୟେକ ଲୋକକୁ, ସେହିପରି ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିବା ପ୍ରତ୍ୟେକ ଲୋକକୁ ପୃଥକ୍‍ କର। ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।

Video for ବିଚାରକର୍ତ୍ତା 7:5-6

Free Reading Plans and Devotionals related to ବିଚାରକର୍ତ୍ତା 7:5-6