ଯୋୟେଲ 3:15-16
ଯୋୟେଲ 3:15-16 ORYIRV
ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି। ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।





