Bible App logo
Search Icon

ଯିହୋଶୂୟ 2:8-9

ଯିହୋଶୂୟ 2:8-9 ORYIRV

ଆଉ ଗୁପ୍ତଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା, ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।

Free Reading Plans and Devotionals related to ଯିହୋଶୂୟ 2:8-9