ଯିହୋଶୂୟ 24:16
ଯିହୋଶୂୟ 24:16 ORYIRV
ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।”