ଯିରିମୀୟଙ୍କ ବିଳାପ 3:22-23
ଯିରିମୀୟଙ୍କ ବିଳାପ 3:22-23 ORYIRV
ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ। ସେହିସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।