ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:1
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:1 ORYIRV
ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।





