YouVersion Logo
Search Icon

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:3

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:3 ORYIRV

ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହାବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।