ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:5
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:5 ORYIRV
ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।





