YouVersion Logo
Search Icon

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:12

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:12 ORYIRV

ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।

Free Reading Plans and Devotionals related to ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:12