ଲୂକ 7:21-22
ଲୂକ 7:21-22 ORYIRV
ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧଙ୍କୁ ଦେଖିବାର ଶକ୍ତି ଦେଲେ । ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦେଖି ପାରନ୍ତି, ଖଞ୍ଜମାନେ ଚାଲି ପାରନ୍ତି, କୁଷ୍ଠୀମାନେ ସୁସ୍ଥ ହୁଅନ୍ତି, ବଧିରମାନେ ଶୁଣି ପାରନ୍ତି, ମୃତମାନେ ଜୀବିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ

![[Uniqueness of Christ] Jesus' Unique Role ଲୂକ 7:21-22 ଓଡିଆ ବାଇବେଲ](/_next/image?url=https%3A%2F%2Fimageproxy.youversionapi.com%2Fhttps%3A%2F%2Fs3.amazonaws.com%2Fyvplans%2F34539%2F1440x810.jpg&w=3840&q=75)



