ମଲାଖି 3:11-12
ମଲାଖି 3:11-12 ORYIRV
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। “ସମସ୍ତ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।





