YouVersion Logo
Search Icon

ମଲାଖି 4:5-6

ମଲାଖି 4:5-6 ORYIRV

ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା। ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।

Verse Images for ମଲାଖି 4:5-6

ମଲାଖି 4:5-6 - ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା। ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।ମଲାଖି 4:5-6 - ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା। ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।