YouVersion Logo
Search Icon

ମାଥିଉ 17:17-18

ମାଥିଉ 17:17-18 ORYIRV

ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ଏଠିକି ମୋ ପାଖକୁ ଆଣ । ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା ।