YouVersion Logo
Search Icon

ମାଥିଉ 5:38-39

ମାଥିଉ 5:38-39 ORYIRV

ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ; କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ ।