YouVersion Logo
Search Icon

ମାର୍କ 12:41-42

ମାର୍କ 12:41-42 ORYIRV

ପରେ ସେ ଭଣ୍ଡାର ସମ୍ମୁୁଖରେ ବସି ଲୋକସମୂହ କିପରି ସେଥିରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ । ସେତେବେଳେ ଅନେକ ଧନୀ ଲୋକ ସେଥିରେ ବେଶି ପକାଇଲେ; ଆଉ ଜଣେ ଦରିଦ୍ର ବିଧବା ଆସି ଏକ ଅଳ୍ପ ମୂଲ୍ୟର ଦୁଇ ତମ୍ବା ପଇସା ସେଥିରେ ପକାଇଲା ।