YouVersion Logo
Search Icon

ମାର୍କ 13:24-25

ମାର୍କ 13:24-25 ORYIRV

ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ ।

Free Reading Plans and Devotionals related to ମାର୍କ 13:24-25