ମାର୍କ 13:35-37
ମାର୍କ 13:35-37 ORYIRV
ଅତଏବ, କାଳେ ଗୃହକର୍ତ୍ତା ହଠାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି, ଏଥି ନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ । ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ ।





