ମାର୍କ 16:4-5
ମାର୍କ 16:4-5 ORYIRV
ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି । ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ ।