YouVersion Logo
Search Icon

ମାର୍କ 4:39-40

ମାର୍କ 4:39-40 ORYIRV

ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍ । ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା । ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ଏ କ'ଣ ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ ?

Verse Image for ମାର୍କ 4:39-40

ମାର୍କ 4:39-40 - ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍ । ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା । ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ଏ କ'ଣ ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ ?