ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:8
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:8 ORYIRV
ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?”





