ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:26
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:26 ORYIRV
ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।





