ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:28
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:28 ORYIRV
ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।