ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:18
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:18 ORYIRV
ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।





