YouVersion Logo
Search Icon

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:2

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:2 ORYIRV

ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ !

Free Reading Plans and Devotionals related to ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:2