ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:24
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:24 ORYIRV
ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।





