ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:9
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:9 ORYIRV
କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।





